2 ବଂଶାବଳୀ 6:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଏବେ, ହେ ମୋହର ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଓ ତୁମ୍ଭର କର୍ଣ୍ଣ ନିବିଷ୍ଟ ଥାଉ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ଏବେ, ହେ ମୋହର ପରମେଶ୍ଵର, ମୁଁ ବିନୟ କରୁଅଛି, ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଓ ତୁମ୍ଭର କର୍ଣ୍ଣ ନିବିଷ୍ଟ ଥାଉ। Viz kapitolaଓଡିଆ ବାଇବେଲ40 ଏବେ, ହେ ମୋହର ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଓ ତୁମ୍ଭର କର୍ଣ୍ଣ ନିବିଷ୍ଟ ଥାଉ। Viz kapitolaପବିତ୍ର ବାଇବଲ40 ବର୍ତ୍ତମାନ, ହେ ମୋର ପରମେଶ୍ୱର, ତୁମ୍ଭେ ତୁମ୍ଭର ଚକ୍ଷୁ ଓ କର୍ଣ୍ଣ ଉନ୍ମୁକ୍ତ କରିବାକୁ ମୁଁ ତୁମ୍ଭକୁ ନିବେଦନ କରେ। ଆମ୍ଭେମାନେ ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରୁଅଛୁ, ତାହା ଶୁଣ। Viz kapitola |