Online Bible

- Reklamy -




2 ବଂଶାବଳୀ 6:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଏଣୁ ଏବେ, ହେ ସଦାପ୍ରଭୋ ପରମେଶ୍ୱର, ଉଠ, ତୁମ୍ଭେ ଓ ତୁମ୍ଭର ଶକ୍ତିରୂପ ସିନ୍ଦୁକ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର; ହେ ସଦାପ୍ରଭୋ ପରମେଶ୍ୱର, ତୁମ୍ଭର ଯାଜକମାନେ ପରିତ୍ରାଣରୂପ ବସ୍ତ୍ର ପରିଧାନ କରନ୍ତୁ ଓ ତୁମ୍ଭର ସାଧୁମାନେ ମଙ୍ଗଳରେ ଆନନ୍ଦ କରନ୍ତୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

41 ଏଣୁ ଏବେ, ହେ ସଦାପ୍ରଭୋ, ପରମେଶ୍ଵର, ଉଠ, ତୁମ୍ଭେ ଓ ତୁମ୍ଭର ଶକ୍ତିରୂପ ସିନ୍ଦୁକ ଆପଣା ବିଶ୍ରାମସ୍ଥାନକୁ ଗମନ କର; ହେ ସଦାପ୍ରଭୋ, ପରମେଶ୍ଵର, ତୁମ୍ଭର ଯାଜକମାନେ ପରିତ୍ରାଣରୂପ ବସ୍ତ୍ର ପରିଧାନ କରନ୍ତୁ ଓ ତୁମ୍ଭର ସାଧୁମାନେ ମଙ୍ଗଳରେ ଆନନ୍ଦ କରନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

41 ଏଣୁ ଏବେ, ହେ ସଦାପ୍ରଭୁ, ପରମେଶ୍ୱର, ଉଠ, ତୁମ୍ଭେ ଓ ତୁମ୍ଭର ଶକ୍ତିରୂପ ସିନ୍ଦୁକ ଆପଣା ବିଶ୍ରାମ ସ୍ଥାନକୁ ଗମନ କର; ହେ ସଦାପ୍ରଭୁ, ପରମେଶ୍ୱର, ତୁମ୍ଭର ଯାଜକମାନେ ପରିତ୍ରାଣରୂପ ବସ୍ତ୍ର ପରିଧାନ କରନ୍ତୁ ଓ ତୁମ୍ଭର ସାଧୁମାନେ ମଙ୍ଗଳରେ ଆନନ୍ଦ କରନ୍ତୁ।

Viz kapitola kopírovat

ପବିତ୍ର ବାଇବଲ

41 “ହେ ସଦାପ୍ରଭୁ ପରମେଶ୍ୱର, ବର୍ତ୍ତମାନ ଜାଗ୍ରତ ହୁଅ, ନିୟମ-ସିନ୍ଦୁକ ଯାହାକି ତୁମ୍ଭର ଶକ୍ତି ପ୍ରଦର୍ଶନ କରେ, ତୁମ୍ଭର ସେହି ବିଶେଷ ସ୍ଥାନକୁ ଆସ। ତୁମ୍ଭର ଯାଜକଗଣ ପରିତ୍ରାଣ ଦ୍ୱାରା ସଜ୍ଜିତ ହୁଅନ୍ତୁ। ତୁମ୍ଭର ସତ୍ ଅନୁଗାମୀଗଣ, ଏହି ସମସ୍ତ ଉତ୍ତମ ବିଷୟରେ ଆନନ୍ଦିତ ହୁଅନ୍ତୁ।

Viz kapitola kopírovat




2 ବଂଶାବଳୀ 6:41

Následuj nás:

Reklamy


Reklamy