Online Bible

- Reklamy -




2 ବଂଶାବଳୀ 7:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ସେ ସପ୍ତମ ମାସର ତେଇଶ ଦିନରେ ଲୋକମାନଙ୍କୁ ସେମାନଙ୍କ ତମ୍ବୁକୁ ବିଦାୟ କଲେ; ସଦାପ୍ରଭୁ ଦାଉଦଙ୍କ ପ୍ରତି ଓ ଶଲୋମନଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେଉଁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ସେମାନେ ଆନନ୍ଦିତ ଓ ହୃଷ୍ଟଚିତ୍ତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଆଉ ସେ ସପ୍ତମ ମାସର ତେଇଶ ଦିନରେ ଲୋକମାନଙ୍କୁ ସେମାନଙ୍କ ତମ୍ଵୁକୁ ବିଦାୟ କଲେ; ସଦାପ୍ରଭୁ ଦାଉଦଙ୍କ ପ୍ରତି ଓ ଶଲୋମନଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେଉଁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ସେମାନେ ଆନନ୍ଦିତ ଓ ହୃଷ୍ଟଚିତ୍ତ ହେଲେ।

Viz kapitola kopírovat

ଓଡିଆ ବାଇବେଲ

10 ଆଉ ସେ ସପ୍ତମ ମାସର ତେଇଶ ଦିନରେ ଲୋକମାନଙ୍କୁ ସେମାନଙ୍କ ତମ୍ବୁକୁ ବିଦାୟ କଲେ; ସଦାପ୍ରଭୁ ଦାଉଦଙ୍କ ପ୍ରତି ଓ ଶଲୋମନଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେଉଁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ସେମାନେ ଆନନ୍ଦିତ ଓ ହୃଷ୍ଟଚିତ୍ତ ହେଲେ।

Viz kapitola kopírovat

ପବିତ୍ର ବାଇବଲ

10 ସପ୍ତମ ମାସର ତେଇଶତମ ଦିନରେ ଶଲୋମନ ଲୋକମାନଙ୍କୁ ସେମାନଙ୍କ ଗୃହମାନଙ୍କୁ ପଠାଇ ଦେଲେ। ଲୋକମାନେ ଅତ୍ୟନ୍ତ ଆନନ୍ଦିତ ଥିଲେ ଓ ସେମାନଙ୍କ ହୃଦୟ ଆନନ୍ଦରେ ପୂର୍ଣ୍ଣ ଥିଲା, କାରଣ ସଦାପ୍ରଭୁ ଦାଉଦ, ଶଲୋମନ ଓ ତାଙ୍କ ଲୋକ ଇସ୍ରାଏଲ ପ୍ରତି ଅତ୍ୟନ୍ତ ମଙ୍ଗଳମୟ ହୋଇଥିଲେ।

Viz kapitola kopírovat




2 ବଂଶାବଳୀ 7:10

Následuj nás:

Reklamy


Reklamy