2 ବଂଶାବଳୀ 8:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀରକୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳନ୍ତ ସୁନା ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀର୍କୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳ; ସୁନା ଆଣିଲେ। Viz kapitolaଓଡିଆ ବାଇବେଲ18 ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀରକୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳନ୍ତ ସୁନା ଆଣିଲେ। Viz kapitolaପବିତ୍ର ବାଇବଲ18 ହୂରମ୍ ଶଲୋମନଙ୍କ ନିକଟକୁ ଜାହାଜ ସବୁ ପଠାଇଲେ। ହୂରମ୍ଙ୍କ ନିଜସ୍ୱ ଲୋକମାନେ ଜାହାଜଗୁଡ଼ିକୁ ବାହିଲେ। ହୂରମ୍ଙ୍କ ଲୋକମାନେ ଦକ୍ଷ ନାବିକ ଥିଲେ। ହୂରମ୍ଙ୍କ ଲୋକମାନେ ଶଲୋମନଙ୍କର ଦାସମାନଙ୍କ ସହିତ ଓଫୀରକୁ ଗଲେ ଓ ସେଠାରୁ ରାଜା ଶଲୋମନଙ୍କ ନିମନ୍ତେ 450 ତାଳନ୍ତ ସୁନା ଆଣିଲେ। Viz kapitola |