2 ବଂଶାବଳୀ 8:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ବାଲତ୍ ଓ ଶଲୋମନଙ୍କର ସମସ୍ତ ଭଣ୍ଡାର ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ୱାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ବାଲତ୍ ଓ ଶଲୋମନଙ୍କର ସମସ୍ତ ଭଣ୍ତାର-ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ଵାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନ୍ରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ। Viz kapitolaଓଡିଆ ବାଇବେଲ6 ଆଉ ବାଲତ୍ ଓ ଶଲୋମନଙ୍କର ସମସ୍ତ ଭଣ୍ଡାର ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ୱାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ। Viz kapitolaପବିତ୍ର ବାଇବଲ6 ଏବଂ ଶଲୋମନ ବାଲତ୍ ସହର ଓ ଅନ୍ୟ ନଗରଗୁଡ଼ିକୁ ସୁଦୃଢ଼ କରିଥିଲେ, ଯେଉଁଠାରେ ସେ ସୈନ୍ୟମାନଙ୍କ ଛାଉଣି ପକାଇଥିଲେ। ସେ ଆହୁରି ଅନେକ ନଗରସବୁ ନିର୍ମାଣ କଲେ, ଯେଉଁଠାରେ ଯୁଦ୍ଧରଥ ସବୁ ରଖା ଯାଉଥିଲା ଓ ଅଶ୍ୱାରୋହୀମାନେ ବାସ କରୁଥିଲେ। ଶଲୋମନ ଯିରୁଶାଲମ, ଲିବାନୋନ୍ରେ ଓ ସେ ରାଜା ଥିବା ସମସ୍ତ ଦେଶରେ ଯାହା ନିର୍ମାଣ କରିବାକୁ ଗ୍ଭହିଁଲେ, ତାହା ନିର୍ମାଣ କଲେ। Viz kapitola |