2 ବଂଶାବଳୀ 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠିକର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠି-କର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ। Viz kapitolaଓଡିଆ ବାଇବେଲ8 ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠିକର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ। Viz kapitolaପବିତ୍ର ବାଇବଲ8 ସେମାନେ ସେହି ଲୋକମାନଙ୍କର ଭବିଷ୍ୟଦ୍ ବଂଶଧର, ଯେଉଁମାନେ ସେ ପର୍ଯ୍ୟନ୍ତ ସେହି ଭୂମିରେ ଥିଲେ ଏବଂ ଇସ୍ରାଏଲ ଲୋକମାନଙ୍କ ଦ୍ୱାରା ବଧ କରାଯାଇ ନ ଥିଲେ। ଶଲୋମନ ସେହି ବିଦେଶୀମାନଙ୍କୁ କ୍ରୀତଦାସ ଭାବରେ କାମ କରିବାକୁ ବାଧ୍ୟ କଲେ। ସେମାନେ ଆଜି ପର୍ଯ୍ୟନ୍ତ କ୍ରୀତଦାସ ଅଛନ୍ତି। Viz kapitola |