2 ବଂଶାବଳୀ 9:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, (ତାହା ଛଡ଼ା ରାଜାଙ୍କ ନିକଟକୁ ତାହାର ଆନୀତ ଦ୍ରବ୍ୟର ପ୍ରତିଦାନ କଲେ) ଏଥିଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, (ତାହା ଛଡ଼ା ରାଜାଙ୍କ ନିକଟକୁ ତାହାର ଆନୀତ ଦ୍ରବ୍ୟର ପ୍ରତିଦାନ କଲେ)। ଏଥି ଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ। Viz kapitolaଓଡିଆ ବାଇବେଲ12 ପୁଣି ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, (ତାହା ଛଡ଼ା ରାଜାଙ୍କ ନିକଟକୁ ତାହାର ଆନୀତ ଦ୍ରବ୍ୟର ପ୍ରତିଦାନ କଲେ) ଏଥିଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ। Viz kapitolaପବିତ୍ର ବାଇବଲ12 ଶିବାର ରାଣୀ ରାଜା ଶଲୋମନଙ୍କୁ ଯାହାକିଛି ମାଗିଲେ, ସେ ତାଙ୍କୁ ସେହି ସମସ୍ତ ପ୍ରଦାନ କଲେ। ଶିବାର ରାଣୀ ତାଙ୍କୁ ଦେବା ନିମନ୍ତେ ଯେଉଁସବୁ ବସ୍ତୁ ଆଣିଥିଲେ, ଶଲୋମନ ତାହାଠାରୁ ଅଧିକ ପରିମାଣରେ ବସ୍ତୁ ତାଙ୍କୁ ଦେଲେ। ଏହା ପରେ ଶିବାର ରାଣୀ ଓ ତାଙ୍କର ଦାସମାନେ ନିଜ ଦେଶକୁ ଫେରିଗଲେ। Viz kapitola |