2 ବଂଶାବଳୀ 9:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତାହା ଛଡ଼ା ପାଇକର ଓ ବଣିକମାନେ ସୁନା ଆଣିଲେ; ପୁଣି ଆରବୀୟ ସମସ୍ତ ରାଜା ଓ ଦେଶାଧ୍ୟକ୍ଷମାନେ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତାହା ଛଡ଼ା ପାଇକରମାନେ ଓ ବଣିକମାନେ ସୁନା ଆଣିଲେ; ପୁଣି ଆରବୀୟ ସମସ୍ତ ରାଜା ଓ ଦେଶାଧ୍ୟକ୍ଷମାନେ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ଆଣିଲେ। Viz kapitolaଓଡିଆ ବାଇବେଲ14 ତାହା ଛଡ଼ା ପାଇକର ଓ ବଣିକମାନେ ସୁନା ଆଣିଲେ; ପୁଣି ଆରବୀୟ ସମସ୍ତ ରାଜା ଓ ଦେଶାଧ୍ୟକ୍ଷମାନେ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ଆଣିଲେ। Viz kapitolaପବିତ୍ର ବାଇବଲ14 ଭ୍ରମଣକାରୀ ବଣିକ ଓ ବ୍ୟବସାୟୀମାନେ ଶଲୋମନଙ୍କ ନିମନ୍ତେ ଆହୁରି ସୁନା ଆଣିଲେ। ଆରବର ସମସ୍ତ ରାଜାଗଣ ଓ ଦେଶର ଶାସକଗଣ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ନେଇ ଆସିଲେ। Viz kapitola |