2 ବଂଶାବଳୀ 9:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କାରଣ ହୂରମ୍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)21 କାରଣ ହୂରମ୍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶ୍ଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶ୍ର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି। Viz kapitolaଓଡିଆ ବାଇବେଲ21 କାରଣ ହୂରମ୍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶ୍ଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶ୍ର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି। Viz kapitolaପବିତ୍ର ବାଇବଲ21 ରାଜା ଶଲୋମନଙ୍କର ଜାହାଜମାନ ଥିଲା, ଯେଉଁଗୁଡ଼ିକ କି ତର୍ଶୀଶକୁ ଯାଉଥିଲା। ହୂରମ୍ଙ୍କ ଲୋକମାନେ ଶଲୋମନଙ୍କ ଜାହାଜର ନାବିକ ଥିଲେ। ପ୍ରତି ତିନି ବର୍ଷରେ ଥରେ ସେହି ଜାହାଜଗୁଡ଼ିକ ଶଲୋମନଙ୍କ ନିକଟକୁ ସୁନା, ରୂପା, ହାତୀଦାନ୍ତ, ମାଙ୍କଡ଼ ଓ ମୟୁରମାନ ବହି ଆଣୁଥିଲେ। Viz kapitola |