Online Bible

- Reklamy -




2 ବଂଶାବଳୀ 9:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କ ଅପେକ୍ଷା ମହାନ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଏହିରୂପେ ଶଲୋମନ ରାଜା ଐଶ୍ଵର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ।

Viz kapitola kopírovat

ଓଡିଆ ବାଇବେଲ

22 ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କ ଅପେକ୍ଷା ମହାନ୍ ହେଲେ।

Viz kapitola kopírovat

ପବିତ୍ର ବାଇବଲ

22 ରାଜା ଶଲୋମନ ପୃଥିବୀସ୍ଥ ଅନ୍ୟ ରାଜାମାନଙ୍କଠାରୁ ଧନସମ୍ପଦ ଓ ଜ୍ଞାନରେ ଅତ୍ୟନ୍ତ ମହାନ ହୋଇ ଉଠିଲେ।

Viz kapitola kopírovat




2 ବଂଶାବଳୀ 9:22

Následuj nás:

Reklamy


Reklamy