Online Bible

- Reklamy -




2 ବଂଶାବଳୀ 9:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଶଲୋମନଙ୍କର ଅବଶିଷ୍ଟ ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସ ପୁସ୍ତକରେ ଓ ଶୀଲୋନୀୟ ଅହୀୟର ଭବିଷ୍ୟଦ୍‍ବାକ୍ୟରେ ଓ ନବାଟର ପୁତ୍ର ଯାରବୀୟାମଙ୍କ ବିଷୟକ ଇଦ୍ଦୋ ଦର୍ଶକର ଦର୍ଶନ ମଧ୍ୟରେ କʼଣ ଲେଖା ନାହିଁ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଶଲୋମନଙ୍କର ଅବଶିଷ୍ଟ ବୃତ୍ତା; ଆଦ୍ୟ; ନାଥନ ଭବିଷ୍ୟଦ୍ବକ୍ତାଙ୍କର ଇତିହାସ ପୁସ୍ତକରେ ଓ ଶୀଲୋନୀୟ ଅହୀୟର ଭବିଷ୍ୟଦ୍ବାକ୍ୟରେ ଓ ନବାଟର ପୁତ୍ର ଯାରବୀୟାମ୍ବିଷୟକ ଇଦ୍ଦୋ ଦର୍ଶକର ଦର୍ଶନ ମଧ୍ୟରେ କʼଣ ଲେଖା ନାହିଁ ?

Viz kapitola kopírovat

ଓଡିଆ ବାଇବେଲ

29 ଶଲୋମନଙ୍କର ଅବଶିଷ୍ଟ ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସ ପୁସ୍ତକରେ ଓ ଶୀଲୋନୀୟ ଅହୀୟର ଭବିଷ୍ୟଦ୍‍-ବାକ୍ୟରେ ଓ ନବାଟର ପୁତ୍ର ଯାରବୀୟାମ୍‍ଙ୍କ ବିଷୟକ ଇଦ୍ଦୋ ଦର୍ଶକର ଦର୍ଶନ ମଧ୍ୟରେ କ’ଣ ଲେଖା ନାହିଁ ?

Viz kapitola kopírovat

ପବିତ୍ର ବାଇବଲ

29 ଶଲୋମନ କରିଥିବା ଅନ୍ୟାନ୍ୟ କାର୍ଯ୍ୟସକଳ ଭବିଷ୍ୟ‌ଦ୍‌ବକ୍ତା ନାଥନଙ୍କ ଲେଖାସବୁ, ଶୀଲୋନୀୟ ଭବିଷ୍ୟ‌ଦ୍‌ବକ୍ତା, ଅହିୟଙ୍କର ଭବିଷ୍ୟ‌ଦ୍‌ବାଣୀ ଓ ଭବିଷ୍ୟ‌ଦ୍‌ବକ୍ତା ଇଦ୍ଦୋଙ୍କର ଦର୍ଶନ ପୁସ୍ତକରେ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଲେଖାଯାଇ ଅଛି। ଇଦ୍ଦୋ ଯିଏ ନବାଟଙ୍କ ପୁତ୍ର ଯା‌ଶରବିୟା‌ମଙ୍କ ବିଷୟରେ ଲେଖିଛନ୍ତି।

Viz kapitola kopírovat




2 ବଂଶାବଳୀ 9:29

Následuj nás:

Reklamy


Reklamy