୨ କରିନ୍ଥୀୟ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର, Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ, ତୁମ୍ଭେମାନେ ଯେପରି ଦ୍ଵିତୀୟ ଥର ଅନୁଗ୍ରହ ଲାଭ କରି ପାର, Viz kapitolaଓଡିଆ ବାଇବେଲ15 ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର, Viz kapitolaପବିତ୍ର ବାଇବଲ (CL) NT (BSI)15 ଏ ବିଶୟ ମୁଁ ନିଶ୍ଚିତ ଭାବରେ ଜାଣି ଥିବାରୁ ପ୍ରଥମେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୋର ଇଚ୍ଛା ଥିଲା। ତାହେଲେ ତୁମ୍ଭମାନେ ଦୁଇ ଥର ଆନନ୍ଦ ଲାଭ କରି ପାରିଥାଆନ୍ତ। Viz kapitolaପବିତ୍ର ବାଇବଲ15 ମୋହର ଏହି ବିଶ୍ୱାସ ଥିବାରୁ ମୁଁ ପ୍ରଥମରେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଠିକ୍ କଲି। ଏହା ଦ୍ୱାରା ତୁମ୍ଭେମାନେ ଦୁଇଥର ଆଶୀର୍ବାଦ ଲାଭ କରିବ। Viz kapitola |