୨ କରିନ୍ଥୀୟ 1:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯେଣୁ ଈଶ୍ବରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ବରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଯେଣୁ ଈଶ୍ଵରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ଵାରା ଈଶ୍ଵରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ। Viz kapitolaଓଡିଆ ବାଇବେଲ20 ଯେଣୁ ଈଶ୍ୱରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ୱରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ । Viz kapitolaପବିତ୍ର ବାଇବଲ (CL) NT (BSI)20 ଈଶ୍ୱରଙ୍କ ସମସ୍ତ ପ୍ରତିଶ୍ରୁତି ତାଙ୍କଠାରେ ସଫଳ ହୋଇଛି। ସେଥପାଇଁ ଯୀଶୁ ଖ୍ରୀଶ୍ଟଙ୍କ ହେତୁ ଆମର “ଆମେନ୍” ଈଶ୍ୱରଙ୍କ ଗୌରବ ନିମନ୍ତେ ଉଦ୍ଦିଷ୍ଟ। Viz kapitolaପବିତ୍ର ବାଇବଲ20 କାରଣ ପରମେଶ୍ୱର ଯେଉଁ ସମସ୍ତ ପ୍ରତିଜ୍ଞା କରିଛନ୍ତି, ସେ ଖ୍ରୀଷ୍ଟଙ୍କଠାରେ ସେ ସବୁଗଡ଼ିକ “ହଁ” ହୋଇଛି। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ମହିମା ନିମନ୍ତେ ଖ୍ରୀଷ୍ଟଙ୍କ ନାମରେ “ଆମେନ୍” ବୋଲି କହିଥାଉ। Viz kapitola |