୨ କରିନ୍ଥୀୟ 10:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ। Viz kapitolaପବିତ୍ର ବାଇବଲ (Re-edited) - (BSI)18 କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ। Viz kapitolaଓଡିଆ ବାଇବେଲ18 କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ । Viz kapitolaପବିତ୍ର ବାଇବଲ (CL) NT (BSI)18 ଆତ୍ମପ୍ରଶଂସା ଦ୍ୱାରା କେହି ସ୍ୱୀକୃତି ପାଏ ନାହିଁ, ଯେ ପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ, ଯେହି କେବଳ ତାଙ୍କର ଗ୍ରହଣଯୋଗ୍ୟ। Viz kapitolaପବିତ୍ର ବାଇବଲ18 କାରଣ ଯେଉଁ ଲୋକ, ପ୍ରଭୁଙ୍କଦ୍ୱାରା ଭଲ ବୋଲି ଗୃହୀତ ହୁଏ, ସେହି ଲୋକ ଭଲ ବୋଲି ସ୍ୱୀକୃତ ହୁଏ, କିନ୍ତୁ ଯିଏ ନିଜେ ନିଜକୁ ଭଲ ବୋଲି ମନେ କରେ, ସେ ଲୋକ ଭଲ ବୋଲି ସ୍ୱୀକୃତ ହୁଏ ନାହିଁ। Viz kapitola |