୨ କରିନ୍ଥୀୟ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଆମ୍ଭମାନଙ୍କ ଅଧିକାର ସମ୍ବନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)8 କାରଣ ଆମ୍ଭମାନଙ୍କ ଅଧିକାର ସମ୍ଵନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି; Viz kapitolaଓଡିଆ ବାଇବେଲ8 କାରଣ ଆମ୍ଭମାନଙ୍କ ଅଧିକାର ସମ୍ବନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)8 ତୁମ୍ଭାମାନଙ୍କୁ ଧ୍ୱଂସ କରିବା ପାଇଁ ନୁହେଁ, ମାତ୍ର ଗଠନ କରିବା ପାଇଁ ଈଶ୍ୱର ଆମ୍ଭମାନଙ୍କୁ ଯେଉଁ କ୍ଷମତା ଦେଇଛନ୍ତି, ସେଥିପାଇଁ ଯଦି ମୁଁ ଅତି ବେଶୀ ଦର୍ପ କରିଥାଏ, ତେବେ ଲଗ୍ଗିତ ହେବି ନାହିଁ। Viz kapitolaପବିତ୍ର ବାଇବଲ8 ଏହା ସତ୍ୟ ଯେ ମୁଁ ପ୍ରଭୁଙ୍କ ଦ୍ୱାରା ପ୍ରଦତ୍ତ ଅଧିକାର ବିଷୟରେ ଅତ୍ୟଧିକ ଗର୍ବର କଥା କହେ, କିନ୍ତୁ ସେ ଆମ୍ଭକୁ ଏହି ଅଧିକାର ତୁମ୍ଭମାନଙ୍କର ବିନାଶ ପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କୁ ଆଧ୍ୟାତ୍ମିକ ଭାବରେ ଶକ୍ତିଶାଳୀ କରିବା ପାଇଁ ପ୍ରଦାନ କରିଛନ୍ତି। Viz kapitola |