୨ କରିନ୍ଥୀୟ 11:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ? ଈଶ୍ବର ଜାଣନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ? ଈଶ୍ଵର ଜାଣନ୍ତି। Viz kapitolaଓଡିଆ ବାଇବେଲ11 ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ ? ଈଶ୍ୱର ଜାଣନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)11 ମୁଁ କାହିଁକି ଏପରି କହୁଛି? ମୁଁ କ’ଣ ତୁମ୍ଭମାନଙ୍କୁ ପ୍ରେମ କରେ ନାହିଁ? ଈଶ୍ୱର ଜାଣନ୍ତି, ତୁମ୍ଭମାନଙ୍କୁ ମୁଁ କେତେ ପ୍ରେମ କରେ। Viz kapitolaପବିତ୍ର ବାଇବଲ11 ମୁଁ କାହିଁକି ତୁମ୍ଭମାନଙ୍କ ପାଇଁ ବୋଝ ହେଉ ନାହିଁ? ଏହା କ’ଣ ଏଥିପାଇଁ ଯେ ମୁଁ ତୁମ୍ଭମାନଙ୍କୁ ଭଲ ପାଏ ନାହିଁ? ନା, ପରମେଶ୍ୱର ଜାଣନ୍ତି ଯେ, ମୁଁ ତୁମ୍ଭମାନଙ୍କୁ ଭଲ ପାଏ। Viz kapitola |