୨ କରିନ୍ଥୀୟ 11:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)13 କାରଣ ଏହିପରି ଲୋକେ ଭଣ୍ତ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି। Viz kapitolaଓଡିଆ ବାଇବେଲ13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)13 ସେମାନେ ପ୍ରକୃତ ଶିଷ୍ୟ ନୁହଁନ୍ତି, ସେମାନେ ସମସ୍ତେ ଶଠ। ସେମାନେ ନିଚ କାର୍ଯ୍ୟ ବିଷୟରେ ମିଥ୍ୟା କହନ୍ତି ଏବଂ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ପରି ଦେଖାଯିବା ନିମନ୍ତେ ଛଦ୍ମବେଶ ପରିଧାନ କରନ୍ତି। Viz kapitolaପବିତ୍ର ବାଇବଲ13 ସେମାନେ ସବୁବେଳେ ଦେଖାଇବାକୁ ଚେଷ୍ଟା କରନ୍ତି ଯେ, ଯେଉଁ କାରଣ ପାଇଁ ଆମ୍ଭେ ଗର୍ବ କରୁଛୁ, ସେମାନେ ମଧ୍ୟ ସେଥିପାଇଁ ଗର୍ବ କରନ୍ତି। ସେମାନେ ଭଣ୍ଡ ପ୍ରେରିତ। ସେମାନେ ପ୍ରତାରକ। ଲୋକେ ଯେପରି ସେମାନଙ୍କୁ ଖ୍ରୀଷ୍ଟଙ୍କର ପ୍ରେରିତ ବୋଲି ଭାବିବେ, ଏଥିପାଇଁ ସେମାନେ ନିଜର ବେଶ ବଦଳାଇଥା’ନ୍ତି। Viz kapitola |