୨ କରିନ୍ଥୀୟ 11:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମୁଁ ଯାହା କହୁଅଛି, ତାହା ପ୍ରଭୁଙ୍କ ମତାନୁସାରେ କହୁ ନାହିଁ, ମାତ୍ର ନିର୍ବୋଧ ତୁଲ୍ୟ ଏପରି ଅତ୍ୟନ୍ତ ସାହସରେ ଦର୍ପ କରି କହୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ମୁଁ ଯାହା କହୁଅଛି, ତାହା ପ୍ରଭୁଙ୍କ ମତାନୁସାରେ କହୁ ନାହିଁ, ମାତ୍ର ନିର୍ବୋଧ ତୁଲ୍ୟ ଏପରି ଅତ୍ୟ; ସାହସରେ ଦର୍ପ କରି କହୁଅଛି। Viz kapitolaଓଡିଆ ବାଇବେଲ17 ମୁଁ ଯାହା କହୁଅଛି, ତାହା ପ୍ରଭୁଙ୍କ ମତାନୁସାରେ କହୁ ନାହିଁ, ମାତ୍ର ନିର୍ବୋଧ ତୁଲ୍ୟ ଏପରି ଅତ୍ୟନ୍ତ ସାହସରେ ଦର୍ପ କରି କହୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)17 ଅବଶ୍ୟ ବର୍ତ୍ତମାନ ମୁଁ ଯାହା କହୁଛି, ସେଥପାଇଁ ଈଶ୍ୱର ମୋତେ ନିର୍ଦ୍ଦେଶ ଦେଇ ନାହାଁନ୍ତି। କାରଣ ଦର୍ପ କରିବା ବିଷୟରେ ମୁଁ ପ୍ରକୃତରେ ନିର୍ବୋଧ ପରି କଥା କହୁଛି। Viz kapitolaପବିତ୍ର ବାଇବଲ17 ତା'ହେଲେ ମୁଁ ମଧ୍ୟ ସାମାନ୍ୟ ଗର୍ବ କରି ପାରିବି। ଯେପରି ପ୍ରଭୁ କହିଥା’ନ୍ତେ, ସେପରି ମୁଁ କହୁ ନାହିଁ। ମୁଁ ଜଣେ ମୂର୍ଖ ଭଳି ଗର୍ବ କରେ। Viz kapitola |