୨ କରିନ୍ଥୀୟ 11:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋʼ ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍ ମଣ୍ଡଳୀ-ସମୂହ ନିମନ୍ତେ ଚିନ୍ତା। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋʼ ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍ ମଣ୍ତଳୀସମୂହ ନିମନ୍ତେ ଚିନ୍ତା। Viz kapitolaଓଡିଆ ବାଇବେଲ28 ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋ' ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍ ମଣ୍ଡଳୀସମୂହ ନିମନ୍ତେ ଚିନ୍ତା । Viz kapitolaପବିତ୍ର ବାଇବଲ (CL) NT (BSI)28 ଏ ସବୁ ସତ୍ତ୍ୱେ ସମସ୍ତ ମଣ୍ଡଳୀ ପ୍ରତି ମୋର ଦାୟିତ୍ୱ ପ୍ରତିଦିନ ବହନ କରି ଚାଲିଛି। Viz kapitolaପବିତ୍ର ବାଇବଲ28 ଆହୁରି ମଧ୍ୟ ଅନେକ ଗୁଡ଼ିଏ ସମସ୍ୟା ଦେଇ ମୁଁ ଗତି କରିଛି। ତହିଁ ମଧ୍ୟରୁ ଗୋଟିଏ ହେଲା ସମସ୍ତ ମଣ୍ଡଳୀ ମାନଙ୍କର ଚିନ୍ତା, ପ୍ରତିଦିନ ସେହି ଚିନ୍ତାରେ ମୁଁ ରହୁଛି। Viz kapitola |