୨ କରିନ୍ଥୀୟ 11:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)3 କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି। Viz kapitolaଓଡିଆ ବାଇବେଲ3 କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି । Viz kapitolaପବିତ୍ର ବାଇବଲ (CL) NT (BSI)3 ମୋତେ ଭୟ ଲାଗୁଛି, ସପର ଧୂର୍ତ୍ତତା ଦ୍ୱାରା ହବା ପ୍ରତାରିତ ହେଲା ପରି ତୁମ୍ଭେମାନେ କାଳେ ଖ୍ରୀଷ୍ଟଙ୍କ ପ୍ରତି ତୁମର ପୂର୍ଣ୍ଣ ଓ ସରଳ ବିଶ୍ୱସ୍ତତାରୁ ବିବ୍ୟୁତ ହେବ। Viz kapitolaପବିତ୍ର ବାଇବଲ3 ସେ କେବଳ ତୁମ୍ଭମାନଙ୍କର ସ୍ୱାମୀ ହେବେ। କିନ୍ତୁ ମୁଁ ଭୟ କରୁଛି ଯେ, ଯେପରି ହବା ସର୍ପର ପ୍ରବଞ୍ଚନା ଦ୍ୱାରା ପ୍ରଭାବିତ ହୋଇଥିଲା, ସେହିଭଳି ତୁମ୍ଭମାନଙ୍କ ମନ ମଧ୍ୟ ଖ୍ରୀଷ୍ଟଙ୍କ ପ୍ରତି ସତ୍ୟ ଓ ପବିତ୍ର ସମର୍ପଣଠାରୁ ଦୂରକୁ ଗ୍ଭଲି ଯିବ। Viz kapitola |