୨ କରିନ୍ଥୀୟ 11:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ବର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ଵର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ। Viz kapitolaଓଡିଆ ବାଇବେଲ31 ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ୱର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ । Viz kapitolaପବିତ୍ର ବାଇବଲ (CL) NT (BSI)31 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଈଶ୍ୱରଙ୍କ ନାମ ଚିରକାଳ ଧନ୍ୟ ହେଉ। ସେ ଜାଣନ୍ତି ଯେ, ମୁଁ ମିଥ୍ୟା କହୁ ନାହିଁ। Viz kapitolaପବିତ୍ର ବାଇବଲ31 ପରମେଶ୍ୱର ଜାଣନ୍ତି ଯେ, ମୁଁ ମିଥ୍ୟା କହୁ ନାହିଁ। ସେ ହେଉଛନ୍ତି ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା। Viz kapitola |