୨ କରିନ୍ଥୀୟ 11:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେ କୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି। Viz kapitolaଓଡିଆ ବାଇବେଲ5 କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)5 ତୁମ୍ଭମାନଙ୍କର ସେହି ବିଶିଷ୍ଟ ପ୍ରେରିତ ଶିଷ୍ୟମାନଙ୍କଠାରୁ ମୁଁ କୌଣସି ଗୁଣରେ ନିକୃଷ୍ଟ ବୋଲି ଭାବୁ ନାହିଁ। Viz kapitolaପବିତ୍ର ବାଇବଲ5 ମୁଁ ଭାବୁ ନାହିଁ ଯେ, ସେହି “ମହାନ ପ୍ରେରିତମାନେ” ମୋ'ଠାରୁ କୌଣସି ଗୁଣରେ ଅଧିକ। Viz kapitola |