Online Bible

- Reklamy -




୨ କରିନ୍ଥୀୟ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭମାନଙ୍କର ସେବା କରିବା ନିମନ୍ତେ ମୁଁ ଅନ୍ୟାନ୍ୟ ମଣ୍ଡଳୀ-ସମୂହରୁ ବେତନ ଗ୍ରହଣ କରି ସେମାନଙ୍କୁ ଲୁଣ୍ଠନ କଲି,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭମାନଙ୍କର ସେବା କରିବା ନିମନ୍ତେ ମୁଁ ଅନ୍ୟାନ୍ୟ ମଣ୍ତଳୀସମୂହରୁ ବେତନ ଗ୍ରହଣ କରି ସେମାନଙ୍କୁ ଲୁଣ୍ଠନ କଲି,

Viz kapitola kopírovat

ଓଡିଆ ବାଇବେଲ

8 ତୁମ୍ଭମାନଙ୍କର ସେବା କରିବା ନିମନ୍ତେ ମୁଁ ଅନ୍ୟାନ୍ୟ ମଣ୍ଡଳୀସମୂହରୁ ବେତନ ଗ୍ରହଣ କରି ସେମାନଙ୍କୁ ଲୁଣ୍ଠନ କଲି,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 ତୁମ୍ଭମାନଙ୍କ ମଧ୍ୟରେ କାର୍ଯ୍ୟ କଲାବେଳେ ମୁଁ ଅନ୍ୟ ମଣ୍ଡଳୀମାନଙ୍କରୁ ଆର୍ଥିକ ସାହାଯ୍ୟ ପାଇଛି। କହିବାକୁ ଗଲେ, ତୁମ୍ଭମାନଙ୍କର ଉପକାର ପାଇଁ ମୁଁ ସେମାନଙ୍କୁ ଲୁଣ୍ଠନ କରିଛି।

Viz kapitola kopírovat

ପବିତ୍ର ବାଇବଲ

8 ମୁଁ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପାଇଁ ଅନ୍ୟ ମଣ୍ଡଳୀମାନଙ୍କଠାରୁ ଅର୍ଥ (ବା ସେମାନେ ଦରିଦ୍ର ହେଲେ ମଧ୍ୟ ସେମାନଙ୍କଠାରୁ ଅର୍ଥ ଗ୍ରହଣ କରିବା) ଗ୍ରହଣ କରିଛି।

Viz kapitola kopírovat




୨ କରିନ୍ଥୀୟ 11:8

Následuj nás:

Reklamy


Reklamy