୨ କରିନ୍ଥୀୟ 12:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋହର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ୍ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ। Viz kapitolaଓଡିଆ ବାଇବେଲ11 ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)11 ମିଁ ନିର୍ବୋଧ ପରି ଆଚରଣ କରିଛି। ଏହା କରିବା ପାଇଁ ତୁମ୍ଭେମାନେ ମୋତେ ବଧ୍ୟ କରିଛ, କାରଣ ତୁମ୍ଭମାନଙ୍କର ଉଚିତ୍ ଥିଲା। ମୁଁ କିଛି ନ ହେଲେ ମଧ୍ୟ ତୁମ୍ଭମାନଙ୍କର ସେହି ବିଶିଷ୍ଟ ପ୍ରେରିତ ଶିଷ୍ୟମାନଙ୍କଠାରୁ କୌଣସି ଗୁଣରେ ନିକୃଷ୍ୟ ନୁହେଁ। Viz kapitolaପବିତ୍ର ବାଇବଲ11 ମୁଁ ମୂର୍ଖଙ୍କ ଭଳି କହିଗ୍ଭଲି ଥିଲି। କିନ୍ତୁ ଏପରି କହିବା ପାଇଁ ତୁମ୍ଭେମାନେ ମୋତେ ବାଧ୍ୟ କରିଥିଲ। ତୁମ୍ଭେମାନେ ହେଉଛ ସେହିଲୋକ, ଯେଉଁମାନେ ମୋ’ ସପକ୍ଷରେ ଭଲକଥା କହିବ। ମୁଁ କିଛି ନୁହେଁ, କିନ୍ତୁ ତଥାକଥିତ ସେହି “ମହାନ୍ ପ୍ରେରିତ”ମାନେ ମୋ'ଠାରୁ ଅଧିକ ମଧ୍ୟ ନୁହନ୍ତି। Viz kapitola |