Online Bible

- Reklamy -




୨ କରିନ୍ଥୀୟ 12:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁମାନଙ୍କୁ ପଠାଇଅଛି, ସେମାନଙ୍କ ମଧ୍ୟରୁ କୌଣସି ଜଣକ ଦ୍ୱାରା କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛି?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁମାନଙ୍କୁ ପଠାଇଅଛି, ସେମାନଙ୍କ ମଧ୍ୟରୁ କୌଣସି ଜଣକ ଦ୍ଵାରା କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛି?

Viz kapitola kopírovat

ଓଡିଆ ବାଇବେଲ

17 ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁମାନଙ୍କୁ ପଠାଇଅଛି, ସେମାନଙ୍କ ମଧ୍ୟରୁ କୌଣସି ଜଣକ ଦ୍ୱାରା କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛି ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ତୁମ୍ଭମାନଙ୍କ ନିକଟକୁ ଯେଉଁମାନଙ୍କୁ ପଠାଇଛି, ସେମାନଙ୍କ ମଧ୍ୟରୁ କାହାରି ଦ୍ୱାରା ମୁଁ କ’ଣ ତୁମ୍ଭମାନଙ୍କଠାରୁ କିଛି ସୁବିଧା ହାସଲ କରିଛି?

Viz kapitola kopírovat

ପବିତ୍ର ବାଇବଲ

17 ମୁଁ ତୁମ୍ଭମାନଙ୍କ ପାଖକୁ ପଠାଇଥିବା ଲୋକମାନଙ୍କ ମଧ୍ୟରୁ କାହାରି ମାଧ୍ୟମରେ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଛି କି? ନା, ତୁମ୍ଭେମାନେ ଜାଣ ଯେ, ଏସବୁ ମୁଁ କଦାପି କରି ନାହିଁ।

Viz kapitola kopírovat




୨ କରିନ୍ଥୀୟ 12:17

Následuj nás:

Reklamy


Reklamy