୨ କରିନ୍ଥୀୟ 12:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋତେ ପ୍ରହାର କରିବା ପାଇଁ ମୋହର ଶରୀରରେ ଶୟତାନର ଦୂତ ସ୍ଵରୂପ ଗୋଟିଏ କଣ୍ଟକ ଦିଆଗଲା, ହଁ, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ତାହା ଦିଆଗଲା। Viz kapitolaଓଡିଆ ବାଇବେଲ7 ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥି ନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ । Viz kapitolaପବିତ୍ର ବାଇବଲ (CL) NT (BSI)7 ଏହି ଅନନ୍ୟ ସାଧାରଣ ପ୍ରତ୍ୟାଦେଶ ଲାଭ କରି ମୁଁ ଯେପରି ଅହଂକାରୀ ହୋଇ ନ ପଡ଼େ, ଏଥିପାଇଁ ମୋ’ ଶରୀରରେ ଏକ ଯନ୍ତ୍ରଣାଦାୟକ ବ୍ୟାଧି ଦିଅ।।ଯାଇଛି, ଏହା ମୋତେ ଗର୍ବିତ ନ ହେବା ପାଇଁ ଶୟତାନର ଦୂତ ଭଳି କାର୍ଯ୍ୟ କରିଥାଏ। Viz kapitolaପବିତ୍ର ବାଇବଲ7 ମୋତେ ଦିଆଯାଇଥିବା ଆଶ୍ଚର୍ଯ୍ୟଜନକ ପ୍ରତ୍ୟାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ୟଧିକ ଗର୍ବ କରିବି, ସେଥିପାଇଁ ମୋତେ ଶରୀରରେ ଯନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ୱରୂପେ ଏହା ମୋତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମୋତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି। Viz kapitola |