୨ କରିନ୍ଥୀୟ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ୱିତୀୟ ଥର ଉପସ୍ଥିତ ଥିବା ସମୟରେ କହିଥିଲି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)2 ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ଵିତୀୟ ଥର ଉପସ୍ଥିତ ଥିବା ସମୟରେ କହିଥିଲି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ; Viz kapitolaଓଡିଆ ବାଇବେଲ2 ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ୱିତୀୟ ଥର ଉପସ୍ଥିତ ଥିବା ସମୟରେ କହିିଥିଲିି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ; Viz kapitolaପବିତ୍ର ବାଇବଲ (CL) NT (BSI)2 ଅତୀତରେ ପାପ କରିଥିବା ଲୋକମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ମୁଁ ଦ୍ୱତୀୟ ଥର ସେଠାକୁ ଯାଇ କହିଥିଲି ଏବଂ ଏବେ ଦୂରରେ ଥାଇ ମଧ୍ୟ କହୁଛି ଯେ, ମୁଁ ଏଥର ଗଲେ, କେହି ଦଣ୍ଡରୁ ଛାଡ଼ ପାଇବେ ନାହିଁ। Viz kapitolaପବିତ୍ର ବାଇବଲ2 ମୁଁ ଯେତେବେଳେ ତୁମ୍ଭମାନଙ୍କ ସହିତ ଦ୍ୱିତୀୟ ଥର ପାଇଁ ଯାଇଥିଲି, ମୁଁ ପାପୀମାନଙ୍କୁ ସତର୍କ କରି ଦେଇଥିଲି। ମୁଁ ଏବେ ତୁମ୍ଭମାନଙ୍କଠାରୁ ଦୂରରେ ଅଛି ଓ ଅନ୍ୟ ପାପୀ ଲୋକମାନଙ୍କୁ ସତର୍କ କରି ଦେଉଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ତୁମ୍ଭମାନଙ୍କ ପାପ ପାଇଁ ଦଣ୍ଡ ଦେବି। Viz kapitola |