୨ କରିନ୍ଥୀୟ 13:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେଣୁ ଯେଉଁ ଖ୍ରୀଷ୍ଟ ମୋʼ ଠାରେ କଥା କହୁଅଛନ୍ତି, ତୁମ୍ଭେମାନେ ତାହାଙ୍କର ପ୍ରମାଣ ଖୋଜୁଅଛ; Viz kapitolaପବିତ୍ର ବାଇବଲ (Re-edited) - (BSI)3 ଯେଣୁ ଯେଉଁ ଖ୍ରୀଷ୍ଟ ମୋʼଠାରେ କଥା କହୁଅଛନ୍ତି, ତୁମ୍ଭେମାନେ ତାହାଙ୍କର ପ୍ରମାଣ ଖୋଜୁଅଛ; Viz kapitolaଓଡିଆ ବାଇବେଲ3 ଯେଣୁ ଯେଉଁ ଖ୍ରୀଷ୍ଟ ମୋ'ଠାରେ କଥା କହୁଅଛନ୍ତି, ତୁମ୍ଭେମାନେ ତାହାଙ୍କର ପ୍ରମାଣ ଖୋଜୁଅଛ; Viz kapitolaପବିତ୍ର ବାଇବଲ (CL) NT (BSI)3 ଖ୍ରୀଷ୍ଟ ଯେ ମୋ’ ଦେଇ କଥା କହୁଛନ୍ତି, ଏ ବିଷୟରେ ତୁମ୍ଭେମାନେ ଚାହିଁଥିବା ସମସ୍ତ ପ୍ରମାଣ ପାଇବ। ତୁମ୍ଭମାନଙ୍କ ପ୍ରତି ସେ କଦାପି ଦୁର୍ବଳ ନୁହଁନ୍ତି। ବରଂ ତୁମ୍ଭମାନଙ୍କ ନିକଟରେ ସେ ତାଙ୍କ ଶକ୍ତିର ପରିଚୟ ଦେଇଛନ୍ତି। Viz kapitolaପବିତ୍ର ବାଇବଲ3 ମୋ’ ଦ୍ୱାରା ଖ୍ରୀଷ୍ଟ କହୁଛନ୍ତି କି ନାହିଁ, ଏଥିର ତୁମ୍ଭେମାନେ ପ୍ରମାଣ ଗ୍ଭହୁଁଛ। ମୋର ପ୍ରମାଣ ଏହି ଯେ, ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଦଣ୍ଡ ପ୍ରଦାନ କରିବାରେ ଦୁର୍ବଳ ନୁହନ୍ତି। କିନ୍ତୁ ସେ ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିଶାଳୀ ଅଟନ୍ତି। Viz kapitola |