୨ କରିନ୍ଥୀୟ 13:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେମାନେ ବିଶ୍ଵାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ଵା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ। Viz kapitolaଓଡିଆ ବାଇବେଲ5 ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ । Viz kapitolaପବିତ୍ର ବାଇବଲ (CL) NT (BSI)5 ତୁମେ ବିଶ୍ୱାସରେ ଦୃଢ଼ ଅଛ କି ନାହିଁ ଆତ୍ମପରୀକ୍ଷା କରି ଦେଖ। ତୁମ ଅନ୍ତରରେ ଖ୍ରୀଷ୍ଟ ବାସ କରୁଛନ୍ତି, ଏ କଥା କ’ଣ ଜାଣ ନାହିଁ-ନା, ଏଥିରେ ତୁମ୍ଭେମାନେ ଏକାବେଳକେ ବିଫଳ ହୋଇଛ? Viz kapitolaପବିତ୍ର ବାଇବଲ5 ତୁମ୍ଭେମାନେ ବିଶ୍ୱାସରେ ଜୀବନ କାଟୁଛ କି ନାହିଁ? ନିଜ ନିଜକୁ ପରୀକ୍ଷା କରି ଦେଖ। ତୁମ୍ଭେମାନେ ଜାଣ ଯେ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି। କିନ୍ତୁ ଯଦି ତୁମ୍ଭେମାନେ ପରୀକ୍ଷାରେ ବିଫଳ ହୁଅ, ତାହାହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ରହୁ ନାହାନ୍ତି ତାହା ଜାଣ। Viz kapitola |