୨ କରିନ୍ଥୀୟ 13:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଆମ୍ଭେମାନେ ସତ୍ୟ ବିପକ୍ଷରେ କିଛି କରିପାରୁ ନାହୁଁ, କିନ୍ତୁ ସତ୍ୟ ପକ୍ଷରେ କରିପାରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କାରଣ ଆମ୍ଭେମାନେ ସତ୍ୟ ବିପକ୍ଷରେ କିଛି କରି ପାରୁ ନାହୁଁ, କିନ୍ତୁ ସତ୍ୟ ପକ୍ଷରେ କରି ପାରୁ। Viz kapitolaଓଡିଆ ବାଇବେଲ8 କାରଣ ଆମ୍ଭେମାନେ ସତ୍ୟ ବିପକ୍ଷରେ କିଛି କରି ପାରୁ ନାହୁଁ, କିନ୍ତୁ ସତ୍ୟ ପକ୍ଷରେ କରି ପାରୁ । Viz kapitolaପବିତ୍ର ବାଇବଲ (CL) NT (BSI)8 ସତ୍ୟର ବିରୁଦ୍ଧାଚରଣ କରିବାର କ୍ଷମତା ଆମର ନାହଁ, ଆମେ କେବଳ ସତ୍ୟର ସପକ୍ଷରେ କାର୍ଯ୍ୟ କରିପାରୁ। Viz kapitolaପବିତ୍ର ବାଇବଲ8 ଆମ୍ଭେ ସତ୍ୟର ବିପରୀତ କୌଣସି କାମ କରିବା ନାହିଁ। ଆମ୍ଭେ କେବଳ ସତ୍ୟ ପାଇଁ କିଛି କରି ପାରିବା। Viz kapitola |