Online Bible

- Reklamy -




୨ କରିନ୍ଥୀୟ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

14 କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ପ୍ରକୃତରେ ସେମାନଙ୍କର ବୋଧଶକ୍ତି ଲୋପ ପାଇଥିଲା। ଏବେ ମଧ୍ୟ ପୁରାତନ ନିୟମ ପାଠ କରିବର ସମୟରେ ସେମାନଙ୍କର ସମ୍ମୁଖରେ ସେହି ଆବରଣ ରହୁଛି। ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା କେବଳ ସେହି ଆବରଣ ଉନ୍ମୋଚିତ ହୁଏ।

Viz kapitola kopírovat

ପବିତ୍ର ବାଇବଲ

14 କିନ୍ତୁ ସେମାନଙ୍କର ମନଗୁଡ଼ିକ ଅବରୁଦ୍ଧ ହୋଇଯାଇଥିଲା। ଏପରିକି ଆଜି ମଧ୍ୟ ସେମାନେ ଯେତେବେଳେ ପୁରାତନ ଚୁକ୍ତିକୁ ପଢ଼ନ୍ତି ସେହି ଆବରଣଟି ଅର୍ଥକୁ ଲୁଗ୍ଭଇ ରଖେ। ସେ ଆବରଣ କଢ଼ା ଯାଇ ନାହିଁ। କେବଳ ଖ୍ରୀଷ୍ଟ ଯୀଶୁ ଏହି ଆବରଣ ଦୂର କରିଛନ୍ତି।

Viz kapitola kopírovat




୨ କରିନ୍ଥୀୟ 3:14

Následuj nás:

Reklamy


Reklamy