Online Bible

- Reklamy -




୨ କରିନ୍ଥୀୟ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କର ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ,

Viz kapitola kopírovat

ଓଡିଆ ବାଇବେଲ

15 ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ଆଜି ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପଢ଼ୁଥିବାବେଳେ ସେମାନଙ୍କ ମନ ଉପରେ ରହିଥାଏ ଏକ ଆବରଣ।

Viz kapitola kopírovat

ପବିତ୍ର ବାଇବଲ

15 କିନ୍ତୁ ଏପରି କି ଆଜି ଯେତେବେଳେ ଏହି ଲୋକମାନେ ମୋଶାଙ୍କ ନିୟମକୁ ପଢ଼ନ୍ତି, ସେହି ଆବରଣ ହେତୁ ସେମାନେ ଏଥିର ଅର୍ଥ ବୁଝି ପାରନ୍ତି ନାହିଁ।

Viz kapitola kopírovat




୨ କରିନ୍ଥୀୟ 3:15

Následuj nás:

Reklamy


Reklamy