୨ କରିନ୍ଥୀୟ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ। Viz kapitolaଓଡିଆ ବାଇବେଲ5 କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ । Viz kapitolaପବିତ୍ର ବାଇବଲ (CL) NT (BSI)5 ଆମେ ନିଗକୁ ପ୍ରଚାର କରୁ ନାହୁଁ, କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଏବଂ ଯୀଶୁଙ୍କୁ ପାଇଁ ନିଜ ନିଜକୁ ତୁମର ସେବକ ବୋଲି ପ୍ରଚାର କର, Viz kapitolaପବିତ୍ର ବାଇବଲ5 ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ୱରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଗ୍ଭର କରୁ ନାହୁଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଗ୍ଭର କରୁଛୁ। ନିଜ ବିଷୟରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସେବକ। Viz kapitola |