୨ କରିନ୍ଥୀୟ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ; Viz kapitolaପବିତ୍ର ବାଇବଲ (Re-edited) - (BSI)7 ମାତ୍ର ମହାଶକ୍ତି ଯେ ଈଶ୍ଵରଙ୍କର, ପୁଣି ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ; Viz kapitolaଓଡିଆ ବାଇବେଲ7 ମାତ୍ର ମହାଶକ୍ତି ଯେ ଈଶ୍ୱରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ; Viz kapitolaପବିତ୍ର ବାଇବଲ (CL) NT (BSI)7 କିନ୍ତୁ ଆମେ କେବଳ ଆମର ସାଧାରଣ ମାଟି ପାତ୍ରରେ ଏହି ସ୍ୱର୍ଗୀୟ ସମ୍ପଦ ପାଇଛୁ। ଏଥିରୁ ପ୍ରମାଣତ ହୋଇଛି ଯେ, ଏପରି ଅଳୌକିକ ଶକ୍ତି ଆମର ନୁହେଁ, ମାତ୍ର ଈଶ୍ୱରଙ୍କର। Viz kapitolaପବିତ୍ର ବାଇବଲ7 ଆମ୍ଭେ ପରମେଶ୍ୱରଙ୍କଠାରୁ ଏହି ଧନ ପାଇଅଛୁ। ଆମ୍ଭେ ମାଟିପାତ୍ର ସଦୃଶ କେବଳ ଏହି ଭଣ୍ଡାରକୁ ଧରିଛୁ। ଏହା ପ୍ରମାଣିତ କରେ ଯେ, ଏହି ଆଶ୍ଚର୍ଯ୍ୟ ଶକ୍ତି ଆମ୍ଭର ନୁହେଁ, ତାହା ପରମେଶ୍ୱରଙ୍କର ଅଟେ। Viz kapitola |