୨ କରିନ୍ଥୀୟ 5:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ଵରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ଵାରା ଈଶ୍ଵରଙ୍କର ଧାର୍ମିକତା ସ୍ଵରୂପ ହେଉ। Viz kapitolaଓଡିଆ ବାଇବେଲ21 ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)21 କାରଣ ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନିଷ୍ଠାପ ଥିଲେ ସୁଦ୍ଧା, ଈଶ୍ୱର ତାଙ୍କୁ ଆମ ପାଇଁ ପାପ ସ୍ୱରୂପ କଲେ, ଆମେ ଯେପିର ତାଙ୍କ ସହିତ ଯଂଯୁକ୍ତ ହୋଇ ଈଶ୍ୱରଙ୍କ ଧାର୍ମିକତାର ଅଂଶୀ ହୋଇ ପାରିବା। Viz kapitolaପବିତ୍ର ବାଇବଲ21 ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ୱର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗନ୍ୟ କଲେ, ଯେପରି ତାହାଙ୍କ ମାଧ୍ୟମରେ ଆମ୍ଭେ ପରମେଶ୍ୱରଙ୍କଠାରେ ଧାର୍ମିକ ଗଣିତ ହୋଇପାରିବା। Viz kapitola |