୨ କରିନ୍ଥୀୟ 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ଯ୍ୟନ୍ତ ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ପ୍ୟ; ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ। Viz kapitolaଓଡିଆ ବାଇବେଲ6 ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ପ୍ୟନ୍ତ ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ । Viz kapitolaପବିତ୍ର ବାଇବଲ (CL) NT (BSI)6 ସେଥିପାଇଁ ଆମେ ସବୁବେଳେ ସାହସ ଧରିଛୁ। ଆମେ ଜାଣୁ, ଯେତେ ଦିନ ଆମେ ଏହି ଦେହରେ ବାସ କରିଛୁ, ସେତେ ଦିନ ପ୍ରଭୁଙ୍କଠାରୁ ଦୂରରେ ବାସ କରିଛୁ, ସେତେ ଦିନ ପ୍ରଭୂଙ୍କଠାରୁ ଦୂରରେ ରହି ଜୀବନ ଦୃଶ୍ୟ ବିଷୟ ଛପରେ ନୁହେଁ- ମାତ୍ର ବିଶ୍ୱାସ ଛପରେ ପ୍ରତିଷ୍ଠିତ। Viz kapitolaପବିତ୍ର ବାଇବଲ6 ଅତଏବ ଆମ୍ଭର ପୂର୍ଣ୍ଣ ଆଶା ଅଛି। ଆମ୍ଭେ ଜାଣୁ ଯେ, ଯେପର୍ଯ୍ୟନ୍ତ ଆମ୍ଭେ ଏହି ଦେହରେ ଅଛୁ ସେପର୍ଯ୍ୟନ୍ତ ଆମ୍ଭେ ପ୍ରଭୁଙ୍କଠାରୁ ଦୂରରେ ଅଛୁ। Viz kapitola |