Online Bible

- Reklamy -




୨ କରିନ୍ଥୀୟ 6:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,”

Viz kapitola kopírovat

ଓଡିଆ ବାଇବେଲ

17 ଏଣୁ ପ୍ରଭୁ ଏହା କହନ୍ତି, "ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍‍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,''

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ତେଣୁ ପ୍ରଭୁ କହନ୍ତି, ସେମାନଙ୍କ ମଧ୍ୟରୁ ତୁମେ ବାହାର ଆସ, ସେମାନଙ୍କଠାରୁ ନିଚକୁ ଗ୍ରହଣ କରିବି,

Viz kapitola kopírovat

ପବିତ୍ର ବାଇବଲ

17 “ସେଥିପାଇଁ ସେ ଲୋକମାନଙ୍କୁ ଛାଡ଼ି ବାହାରି ଆସ ସେମାନଙ୍କଠାରୁ ନିଜକୁ ଅଲଗା କରି ରଖ, ଯାହା ଅଶୁଦ୍ଧ, ତାହାକୁ ଛୁଅଁ ନାହିଁ, ତା'ହେଲେ ମୁଁ ତୁମ୍ଭମାନଙ୍କୁ ଗ୍ରହଣ କରିବି।”

Viz kapitola kopírovat




୨ କରିନ୍ଥୀୟ 6:17

Následuj nás:

Reklamy


Reklamy