୨ କରିନ୍ଥୀୟ 6:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସତ୍ୟ ବାକ୍ୟରେ, ଈଶ୍ବରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ର ଦ୍ୱାରା, Viz kapitolaପବିତ୍ର ବାଇବଲ (Re-edited) - (BSI)7 ସତ୍ୟ ବାକ୍ୟରେ, ଈଶ୍ଵରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମ ହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ର ଦ୍ଵାରା, Viz kapitolaଓଡିଆ ବାଇବେଲ7 ସତ୍ୟ ବାକ୍ୟରେ, ଈଶ୍ୱରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ରଦ୍ୱାରା, Viz kapitolaପବିତ୍ର ବାଇବଲ (CL) NT (BSI)7 ଶତ୍ରୁମାନଙ୍କ ବିରୁଦ୍ଧରେ ଲଢ଼ିବା ପାଇଁ ଧାର୍ମିକତା ଆମର ପ୍ରଧାନ ଅସ୍ତ୍ର। Viz kapitolaପବିତ୍ର ବାଇବଲ7 ପ୍ରତ୍ୟେକ କଥାରେ ଆମ୍ଭେ ଆମ୍ଭର ଧାର୍ମିକ ଜୀବନ ପ୍ରଣାଳୀକୁ ରକ୍ଷା ଢାଲ ଭାବରେ ବ୍ୟବହାର କରୁ। Viz kapitola |