୨ କରିନ୍ଥୀୟ 7:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାହାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି, ଆମ୍ଭମାନଙ୍କ ସାନ୍ତ୍ଵନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ଵାରା ସଞ୍ଜୀବିତ ହୋଇଅଛି। Viz kapitolaଓଡିଆ ବାଇବେଲ13 ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି । Viz kapitolaପବିତ୍ର ବାଇବଲ (CL) NT (BSI)13 ସେଥିପାଇଁ ଆମେ କେଡ଼େ ଉତ୍ସାହିତ, ତାହା ଜଣାଇ ଦେବାକୁ ମୁଁ ସେହି ଚିଠି ଲେଖିଛି। ଆମେ କେବଳ ଉତ୍ସାହିତ ହୋଇ ନାହୁଁ। ତୁମ୍ଭେମାନେ ତିତସଙ୍କୁ ସବୁ ପ୍ରକାରେ ସାହାଯ୍ୟ କରି ଯେପରି ଭାବରେ ଉତ୍ସାହିତ କରିଛ, ତାହା ଆମକୁ ବହୁତ ଆନନ୍ଦ ଦେଇଛି। Viz kapitolaପବିତ୍ର ବାଇବଲ13 ଏହି କାରଣରୁ ଆମ୍ଭେ ଆଶ୍ୱସ୍ତ ଥିଲୁ। ତୁମ୍ଭେମାନେ ତୀତସଙ୍କ ପ୍ରତି ଉତ୍ତମ ବ୍ୟବହାର ଦେଖାଇ ଥିବାରୁ ତୀତସ ଖୁସୀ ଥିଲେ, ସେଥିପାଇଁ ଆମ୍ଭେମାନେ ମଧ୍ୟ ଅଧିକ ଆନନ୍ଦିତ ହେଲୁ। Viz kapitola |