୨ କରିନ୍ଥୀୟ 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି, ବଞ୍ଚିଲେ ଏକତ୍ର ବଞ୍ଚିବା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି ବଞ୍ଚିଲେ ଏକତ୍ର ବଞ୍ଚିବା। Viz kapitolaଓଡିଆ ବାଇବେଲ3 ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି, ବଞ୍ଚିଲେ ଏକତ୍ର ବଞ୍ଚିବା । Viz kapitolaପବିତ୍ର ବାଇବଲ (CL) NT (BSI)3 ତୁମ୍ଭମାନଙ୍କୁ ଦୋଷ ଦେବା ପାଇଁ ମୁଁ ଏ କଥା କହୁ ନାହିଁ। ମୁଁ ଆଗରୁ କହିଛି, ତୁମ୍ଭମାନେ ଆମର ଏତେ ପ୍ରୟି ଯେ, ଆମେ ବଞ୍ଚିବା ଓ ମଲେ ଏକାଠି ମରିବା। Viz kapitolaପବିତ୍ର ବାଇବଲ3 ତୁମ୍ଭମାନଙ୍କୁ ନିନ୍ଦା ଦେବା ପାଇଁ ମୁଁ ଏହା କହୁ ନାହିଁ। ମୁଁ ତୁମ୍ଭମାନଙ୍କୁ ଆଗରୁ କହିଛି ଯେ, ଆମ୍ଭେ ତୁମ୍ଭମାନଙ୍କୁ ଏତେ ଭଲ ପାଉ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ମରିବା ଓ ବଞ୍ଚିବା ପାଇଁ ମଧ୍ୟ ପ୍ରସ୍ତୁତ। Viz kapitola |