୨ କରିନ୍ଥୀୟ 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟ; ଦର୍ପ; ମୁଁ ସାନ୍ତ୍ଵନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି। Viz kapitolaଓଡିଆ ବାଇବେଲ4 ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି,ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)4 ତୁମ୍ଭମାନଙ୍କ ଉପରେ ମୋର ଗର୍ବ ମଧ୍ୟ ଯଥେଷ୍ଟ। ଦୁଃଖ କଷ୍ଟ ସମୟରେ ମୁଁ ଅପୂର୍ବ ସାହାସ ଦେଖାଇଛି। ଆନନ୍ଦରେ ବିହ୍ୱଳ ହୋଇଛି। Viz kapitolaପବିତ୍ର ବାଇବଲ4 ତୁମ୍ଭମାନଙ୍କ ବିଷୟରେ ମୋର ଏହି ଦୃଢ଼ବୋଧ ଅଛି। ମୁଁ ତୁମ୍ଭ ପାଇଁ ବହୁତ ଗର୍ବିତ। ତୁମ୍ଭେମାନେ ମୋତେ ଅଧିକ ଉତ୍ସାହ ଦେଇଥାଅ। ସେଥିପାଇଁ ସମସ୍ତ ଯାତନା ଭିତରେ ମଧ୍ୟ ମୋର ଆନନ୍ଦ କହିଲେ ନ ସରେ। Viz kapitola |