୨ କରିନ୍ଥୀୟ 8:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମାତ୍ର ସାମ୍ୟଭାବ ଦେଖାଯିବା ନିମନ୍ତେ ବର୍ତ୍ତମାନ ସମୟରେ ତୁମ୍ଭମାନଙ୍କ ପ୍ରାଚୁର୍ଯ୍ୟ ଦ୍ୱାରା ସେମାନଙ୍କ ଅଭାବ ପୂରଣ ହେଉଅଛି, ଯେପରି ସେମାନଙ୍କ ପ୍ରାଚୁର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କ ଅଭାବ ପୂରଣ କରିବ, ଆଉ ଏହି ପ୍ରକାରେ ସାମ୍ୟଭାବ ଦେଖାଯିବ, Viz kapitolaପବିତ୍ର ବାଇବଲ (Re-edited) - (BSI)14 ମାତ୍ର ସାମ୍ୟଭାବ ଦେଖାଯିବା ନିମନ୍ତେ ବର୍ତ୍ତମାନ ସମୟରେ ତୁମ୍ଭମାନଙ୍କ ପ୍ରାଚୁର୍ଯ୍ୟ ଦ୍ଵାରା ସେମାନଙ୍କ ଅଭାବ ପୂରଣ ହେଉଅଛି, ଯେପରି ସେମାନଙ୍କ ପ୍ରାଚୁର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କ ଅଭାବ ପୂରଣ କରିବ, ଆଉ ଏହି ପ୍ରକାରେ ସାମ୍ୟଭାବ ଦେଖାଯିବ, Viz kapitolaଓଡିଆ ବାଇବେଲ14 ମାତ୍ର ସାମ୍ୟଭାବ ଦେଖାଯିବା ନିମନ୍ତେ ବର୍ତ୍ତମାନ ସମୟରେ ତୁମ୍ଭମାନଙ୍କ ପ୍ରାଚୁର୍ଯ୍ୟ ଦ୍ୱାରା ସେମାନଙ୍କ ଅଭାବ ପୂରଣ ହେଉଅଛି, ଯେପରି ସେମାନଙ୍କ ପ୍ରାଚୁର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କ ଅଭାବ ପୂରଣ କରିବ, ଆଉ ଏହି ପ୍ରକାରେ ସାମ୍ୟଭାବ ଦେଖାଯିବ, Viz kapitolaପବିତ୍ର ବାଇବଲ (CL) NT (BSI)14 କିନ୍ତୁ ଏବେ ତୁମ୍ଭମାନଙ୍କର ପ୍ରଚୁର ଥିବାରୁ ଅଭାବରେ ରହିଥିବା ଲୋକମାନଙ୍କୁ ସାହାଯ୍ୟ କରିବା ତୁମ୍ଭମାନଙ୍କର କର୍ତ୍ତବ୍ୟ। ସମୟ ଆସିବ, ତୁମ୍ଭେମାନେ ଅଭାବରେ ଥିଲାବେେଳ, ସେମାନଙ୍କର ପ୍ରଚୁାର୍ଯ୍ୟ ତୁମ୍ଭାନଙ୍କର ଅଭାବର ପୂରଣ କରିବା ପାଇଁ ସାହାଯ୍ୟ କରିବ। ଏହିପରି ଭାବରେ ତୁମ୍ଭମାନଙ୍କ ମଧ୍ୟରେ ସମତା ରକ୍ଷା କରାଯାଇ ପାରିବ। Viz kapitolaପବିତ୍ର ବାଇବଲ14 ବର୍ତ୍ତମାନ ତୁମ୍ଭମାନଙ୍କ ପାଖରେ ବହୁତ ଅଛି। ଯାହା ତୁମ୍ଭମାନଙ୍କର ଅଛି, ଯଦି ଦିଅ, ତାହାହେଲେ ଅନ୍ୟମାନଙ୍କ ଆବଶ୍ୟକ ପୂରଣ ହେବ। ତା'ପରେ ଯେତେବେଳେ ସେମାନଙ୍କର ବୁଦ୍ଧି ହେବ, ସେମାନେ ତୁମ୍ଭମାନଙ୍କର ଆବଶ୍ୟକତାରେ ସାହାଯ୍ୟ କରିବେ। Viz kapitola |