୨ କରିନ୍ଥୀୟ 8:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍ଯୋଗ ଜନ୍ମାଇଅଛନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍ଯୋଗ ଜନ୍ମାଇଅଛନ୍ତି; Viz kapitolaଓଡିଆ ବାଇବେଲ16 କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍ଯୋଗ ଜନ୍ମାଇଅଛନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)16 ଈଶ୍ୱରଙ୍କ ଧନ୍ୟବାଦ ହେଉ। କାରଣ ଆମ୍ଭମାନଙ୍କ ପରି ତିତସ ମଧ୍ୟ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗ୍ରହାନ୍ୱିତ। Viz kapitolaପବିତ୍ର ବାଇବଲ16 ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି ଯେ ତୀତସଙ୍କ ମନରେ ମୋ’ ଭଳି ତୁମ୍ଭମାନଙ୍କ ପ୍ରତି ପ୍ରେମ ଭାବ ରହିଛି। Viz kapitola |