୨ କରିନ୍ଥୀୟ 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ମୁଁ ସାକ୍ଷ୍ୟ ଦେଉଅଛି ଯେ, ସେମାନଙ୍କ ଶକ୍ତି ଅନୁସାରେ, ବରଂ ସେମାନଙ୍କ ଶକ୍ତିର ଅତିରିକ୍ତ ଭାବରେ ସେମାନେ ଦାନ କଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)3 କାରଣ ମୁଁ ସାକ୍ଷ୍ୟ ଦେଉଅଛି ଯେ, ସେମାନଙ୍କ ଶକ୍ତି ଅନୁସାରେ, ବରଂ ସେମାନଙ୍କ ଶକ୍ତିର ଅତିରିକ୍ତ ଭାବରେ ସେମାନେ ଦାନ କଲେ; Viz kapitolaଓଡିଆ ବାଇବେଲ3 କାରଣ ମୁଁ ସାକ୍ଷ୍ୟ ଦେଉଅଛି ଯେ, ସେମାନଙ୍କ ଶକ୍ତି ଅନୁସାରେ, ବରଂ ସେମାନଙ୍କ ଶକ୍ତିର ଅତିରିକ୍ତ ଭାବରେ ସେମାନେ ଦାନ କଲେ; Viz kapitolaପବିତ୍ର ବାଇବଲ (CL) NT (BSI)3 ମୁଁ ନିଶ୍ଚିତଭାବେ କହୁଛି ଯେ, ସେମାନେ ସ୍ୱେଚ୍ଛାରେ ନିଜର ସାଧ୍ୟ ଅନୁସାରେ- ଏପରି କି ସାଧ୍ୟାତୀତ ଭାବରେ ମଧ୍ୟ- ଦାନ କରିଛନ୍ତି। Viz kapitolaପବିତ୍ର ବାଇବଲ3 ମୁଁ କହିପାରେ ଯେ, ସେମାନେ ଯେତେ ଦେଇ ପାରିବା କଥା ତାହ ଦେଇଛନ୍ତି। ଏତିକି ନୁହେଁ, ସେମାନେ ସ୍ୱେଚ୍ଛାରେ ନିଜ ସାମର୍ଥ୍ୟ ଅପେକ୍ଷା ଅଧିକ ଦେଇଛନ୍ତି। କେହି ତାହାଙ୍କୁ ଏହା କରିବା ପାଇଁ କହି ନାହିଁ। Viz kapitola |