୨ କରିନ୍ଥୀୟ 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ଵାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ। Viz kapitolaଓଡିଆ ବାଇବେଲ9 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)9 ତୁମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ବିଷଞ ଜାଣ। ସେ ଧନୀ ହୋଇ ମଧ୍ୟ ତୁମ୍ଭମାନଙ୍କ ପାଇଁ ଦାରିଦ୍ର୍ୟ ବରଣ କଲେ- ତାଙ୍କ ଦାରିଦ୍ର୍ୟ ଦ୍ୱାରା ତୁମ୍ଭେମାନେ ମଧ୍ୟ ଯେପରି ଧନୀ ହୋଇ ପାରିବ। Viz kapitolaପବିତ୍ର ବାଇବଲ9 ତୁମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭେମାନେ ଜାଣ ଯେ, ଖ୍ରୀଷ୍ଟ ଈଶ୍ୱରଙ୍କଠାରେ ଧନୀ ହୋଇଥିଲେ ମଧ୍ୟ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହେବା ଦ୍ୱାରା ତୁମ୍ଭେମାନେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁ ଖ୍ରୀଷ୍ଟ ଏପରି କଲେ। Viz kapitola |