୨ ଯୋହନ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭମାନଙ୍କ ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋହର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭମାନଙ୍କର ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ। Viz kapitolaଓଡିଆ ବାଇବେଲ12 ତୁମ୍ଭମାନଙ୍କର ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)12 ମୋର ତୁମ୍ଭମାନଙ୍କୁ ଅନେକ କଥା କହିବାର ଅଛି- କିନ୍ତୁ କାଗଜ ଓ କାଳିରେ ସେ ସବୁ ଏବେ ମୁଁ କହିବାକୁ ଚାହେଁ ନାହିଁ। ତୁମ୍ଭମାନଙ୍କ ନିକଟକୁ ଆସି ବ୍ୟକ୍ତିଗତ ଭାବରେ କଥାବାର୍ତ୍ତା ହେବାର ଆଶା ମୁଁ ରଖିଛି। ତାହା କରି ପାରିଲେ, ଆମେ ସମ୍ପୁର୍ଣ୍ଣ ସୁଖୀ ହେବା।। Viz kapitolaପବିତ୍ର ବାଇବଲ12 ମୋର ତୁମ୍ଭକୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ ମୁଁ କାଗଜ ଏବଂ କଲମରେ ତାହା ଲେଖୁ ନାହିଁ। ତାହା ବଦଳରେ ମୁଁ ତୁମ୍ଭକୁ ସାକ୍ଷାତ କରିବାକୁ ଆଶା କରୁଛି, ତେବେ ଆମ୍ଭେ ମୁହାଁମୁହିଁ ହୋଇ କଥାବାର୍ତ୍ତା ହୋଇପାରିବା। ତାହା ଆମ୍ଭକୁ ଅତିଶୟ ଆନନ୍ଦିତ କରିବ। Viz kapitola |