୨ ଯୋହନ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ। Viz kapitolaଓଡିଆ ବାଇବେଲ4 ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ । Viz kapitolaପବିତ୍ର ବାଇବଲ (CL) NT (BSI)4 ଈଶ୍ୱରଙ୍କ ଆଜ୍ଞାନୁଯାୟୀ ତୁମର କେତେକ ସନ୍ତାନ ଯେ ସତ୍ୟ ଉପରେ ଜୀବନକୁ ଅଧାରିତ କରିଛନ୍ତି, ଏ କଥା ମୁଁ ବଡ଼ ଆନନ୍ଦିତ। Viz kapitolaପବିତ୍ର ବାଇବଲ4 ମୁଁ ତୁମ୍ଭର କେତେକ ସନ୍ତାନମାନଙ୍କ ବିଷୟରେ ଶୁଣି ଖୁସୀ ହେଲି। ମୁଁ ଅତିଶୟ ଆନନ୍ଦିତ ଯେ, ପିତାଙ୍କ ଆଜ୍ଞାନୁସାରେ ସେମାନେ ସତ୍ୟପଥ ଅନୁସରଣ କରୁଛନ୍ତି। Viz kapitola |