2 ରାଜାବଳୀ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବ ଦେଶ ଇସ୍ରାଏଲ ବିରୁଦ୍ଧରେ ବିଦ୍ରୋହ ଆଚରଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଆହାବଙ୍କର ମୃତ୍ୟୁ ଉତ୍ତାରେ ମୋୟାବ ଇସ୍ରାଏଲ ବିରୁଦ୍ଧରେ ଦ୍ରୋହାଚରଣ କଲେ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବ ଦେଶ ଇସ୍ରାଏଲ ବିରୁଦ୍ଧରେ ବିଦ୍ରୋହ ଆଚରଣ କଲେ। Viz kapitolaପବିତ୍ର ବାଇବଲ1 ଅନନ୍ତର ଆହାବଙ୍କ ମୃତ୍ୟୁପରେ ମୋୟାବ ଇସ୍ରାଏଲ ବିରୁଦ୍ଧରେ ବିଦ୍ରୋହାଚରଣ କଲେ। Viz kapitola |