Online Bible

- Reklamy -




2 ରାଜାବଳୀ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ ନ କର। ତହୁଁ ସେ ଉଠି ତାହା ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ।

Viz kapitola kopírovat

ଓଡିଆ ବାଇବେଲ

15 ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ

15 ତତ୍ପରେ ସଦାପ୍ରଭୁଙ୍କ ଦୂତ ଏଲିୟଙ୍କୁ କହିଲେ, “ଅଧିନାୟକଙ୍କ ସହିତ ଯାଅ, ତାଙ୍କୁ ଭୟ କର ନାହିଁ।” ତେଣୁ ଏଲିୟ ଅହସିୟଙ୍କ ନିକଟକୁ ଗଲେ।

Viz kapitola kopírovat




2 ରାଜାବଳୀ 1:15

Následuj nás:

Reklamy


Reklamy