2 ରାଜାବଳୀ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ରାଜା ଏଲୀୟଙ୍କ ନିକଟକୁ ଜଣେ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ପଚାଶପତି ଏଲୀୟଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତ ଶୃଙ୍ଗରେ ବସିଥିଲେ। ଏଥିରେ ପଚାଶପତି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ତଳକୁ ଆସ।’” Viz kapitolaପବିତ୍ର ବାଇବଲ (Re-edited) - (BSI)9 ତେବେ ରାଜା ତାଙ୍କ ନିକଟକୁ ଜଣେ ପଚାଶପତିକି ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ସେ ତାଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତଶୃଙ୍ଗରେ ବସିଥିଲେ। ଏଥିରେ ସେ ତାଙ୍କୁ କହିଲା, ହେ ପରମେଶ୍ଵରଙ୍କ ଲୋକ, ରାଜା କହିଅଛନ୍ତି, ତଳକୁ ଆସ। Viz kapitolaଓଡିଆ ବାଇବେଲ9 ତେବେ ରାଜା ଏଲୀୟଙ୍କ ନିକଟକୁ ଜଣେ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ପଚାଶପତି ଏଲୀୟଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତ ଶୃଙ୍ଗରେ ବସିଥିଲେ। ଏଥିରେ ପଚାଶପତି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ତଳକୁ ଆସ।” Viz kapitolaପବିତ୍ର ବାଇବଲ9 ଅନନ୍ତର ଅହସିୟ ଜଣେ ଅଧିନାୟକ ଓ ପଗ୍ଭଶ୍ ଲୋକଙ୍କୁ ଏଲିୟଙ୍କ ନିକଟକୁ ପଠାଇଲେ। ଅଧିନାୟକ ଉପରକୁ ଯାଇ ଏଲିୟଙ୍କୁ ମିଶିଲେ ଯିଏ ପର୍ବତ ଉପରେ ବସିଥିଲେ ଓ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ଦୟାକରି ‘ତଳକୁ ଆସ।’” କାରଣ ରାଜା ଆପଣଙ୍କୁ ଗ୍ଭହାନ୍ତି। Viz kapitola |